Svoboda | Graniru | BBC Russia | Golosameriki | Facebook
Jump to content

ବରଗଡ଼ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)

ଉଇକିପିଡ଼ିଆ‌ରୁ
ବରଗଡ଼
Constituency No. ୩ for the ଓଡ଼ିଶା ବିଧାନ ସଭା
ନିର୍ବାଚନ ମଣ୍ଡଳୀ ବିବରଣି
ଦେଶଭାରତ
ରାଜ୍ୟଓଡ଼ିଶା
ଜିଲ୍ଲାବରଗଡ଼
ଲୋକ ସଭା ନିର୍ବାଚନ ମଣ୍ଡଳୀବରଗଡ଼
ସ୍ଥାପିତ୧୯୫୧
ମୋଟ ଭୋଟର୧,୯୮,୫୫୪
ସଂରକ୍ଷଣଅସଂରକ୍ଷିତ
ବିଧାନ ସଭା ସଭ୍ୟ
୧୭ଶ ଓଡ଼ିଶା ବିଧାନ ସଭା
ପଦସ୍ଥ
ଦଳଭାରତୀୟ ଜନତା ପାର୍ଟି
ନିର୍ବାଚିତ୨୦୨୪


ବରଗଡ଼ (କ୍ରମିକ ସଂଖ୍ୟା: ୩) ବରଗଡ଼ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ୧୯୫୧ରୁ ୨୦୨୪ ମଧ୍ୟରେ ମୋଟ ୧୭ଥର ନିର୍ବାଚନ ଅନୁଷ୍ଠିତ ହୋଇସାରିଛି ।

ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ବରଗଡ଼ (ପୌ), ବରଗଡ଼ ବ୍ଳକ, ବରପାଲୀ ବ୍ଳକ ଅନ୍ତର୍ଗତ କିଛି ଅଞ୍ଚଳ ।

ଗତ ୨୦୨୪ ଓଡ଼ିଶା ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ଅଶ୍ଵିନୀ କୁମାର ଷଡ଼ଙ୍ଗୀ ବିଜୁ ଜନତା ଦଳ ପ୍ରାର୍ଥୀ ଦେବେଶ ଆଚାର୍ଯ୍ୟଙ୍କଠାରୁ ୪,୭୭୨ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[୧] [୨]

୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଦେବେଶ ଆଚାର୍ଯ୍ୟ ଭାରତୀୟ ଜାତୀୟ କଂଗ୍ରେସ ପାର୍ଥୀ ସାଧୁ ନେପାକଙ୍କଠାରୁ ୧୩,୨୦୪ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[୧]

୨୦୦୯ ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ସାଧୁ ନେପାକ, ବିଜୁ ଜନତା ଦଳ ପ୍ରାର୍ଥୀ ଆନନ୍ଦ ଆଚାର୍ଯ୍ୟଙ୍କଠାରୁ ୧,୯୬୯ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ । [୩]

ନିର୍ବାଚିତ ବିଧାୟକ[ସମ୍ପାଦନା]

ଏହି ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିବା ବିଧାୟକମାନେ ହେଲେ: [୪]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ https://eci.nic.in/eci_main/StatisticalReports/AE2014/Stat_Rep_Odisha-2014.pdf
  2. "Orissa Election Result 2009 With Vote Margin, Odisha Assembly Election Result 2009, Orissa Vidhan Sabha Election Result 2009, Odisha Constituency List, Orissa MLA List, Odisha Election 2009 Runner Up Votes Polled, Orissa Winner List". leadtech.in. Archived from the original on 27 May 2013. Retrieved 21 April 2013. 8971
  3. "Orissa Election Result 2009 With Vote Margin, Odisha Assembly Election Result 2009, Orissa Vidhan Sabha Election Result 2009, Odisha Constituency List, Orissa MLA List, Odisha Election 2009 Runner Up Votes Polled, Orissa Winner List". leadtech.in. Archived from the original on 27 May 2013. Retrieved 21 April 2013. 8971
  4. http://orissa.gov.in/e-magazine/orissaannualreference/ORA-2011/pdf/453-501.pdf

ବାହାର ତଥ୍ୟ[ସମ୍ପାଦନା]